Advertisment

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

Advertisment
ବିଦ୍ୟୁତ ଆଘାତରେ ନାବାଳିକା ଗୁରୁତର

ସୋର: ବାଲେଶ୍ୱର ଜିଲା ସୋର ବ୍ଲକ କେଶରୀପୁର ପଞ୍ଚାୟତ ଜାମପଦା ଗ୍ରାମର ସମା ସିଂ ଗତକାଲି ରାତିରେ ବିଲର ଚାଷ ଜଗିବାକୁ ଯାଇଥିବା ବେଳେ ଫେରିବା ସମୟରେ ଭାଲୁଟି ଆକ୍ରମଣ କରିଥିଲା। ଫଳରେ ସମା ଗୁରୁତର ଆହତ ହୋଇ ରାସ୍ତା ଉପରେ ପଡ଼ିରହିଥିଲେ।

ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନା ନେଇଥିବା ବେଳେ ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe