ବାଣ ତିଆରି ବେଳେ ବିସ୍ଫୋରଣ, ୨ ଆହତ

Advertisment
ବାଣ ତିଆରି ବେଳେ ବିସ୍ଫୋରଣ, ୨ ଆହତ

ବାଲେଶ୍ୱର: ବାଲିଆପାଳ ଥାନା ଅନ୍ତର୍ଗତ ବାଲିକୁଡ଼ି ଗ୍ରାମରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିବାରୁ ୨ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ଥିବା ଜଣାପଡ଼ିଛି। ଗୁରୁତର ନରେନ୍ଦ୍ର ଘଡେଇ(୮୦)ଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe