ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌: ୨ ଗୁରୁତର, ୧୭ ଯାତ୍ରୀ ଆହତ

Advertisment
ବାଇକକୁ ଧକ୍କା ଦେଲା କାର୍, ଚାଲିଗଲା ମହିଳାଙ୍କ ଜୀବନ

ବରଗଡ଼: ବରଗଡ଼ ଜିଲ୍ଲା ବରପାଲିର କୁସନପୁରୀ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଏକ ଯାତ୍ରୀବାହୀ ବସ୍‌ ଓଲଟିବା ଫଳରେ ୧୯ ଜଣ ଯାତ୍ରୀ ଆହତ ହୋଇଥିବା ଜଣାଯାଇଛି। ଆହତମାନଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ୨ ଜଣ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ‘ବୁଲବୁଲ୍’ ନାମକ ବସ୍‌ ଯାତ୍ରୀମାନଙ୍କୁ ନେଇ ସମ୍ବଲପୁରରୁ ଦାମନଯୋଡ଼ି ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe