ବରଗଡ଼: ବରଗଡ଼ ଟାଉନ ଥାନାରେ ହାଜତ ମୃତ୍ୟୁ ଅଭିଯୋଗ ହୋଇଛି। ମୃତକ ଜଣକ ହେଉଛନ୍ତି ତୋର। ଗାଆଁର ଗୋବିନ୍ଦ କୁମ୍ଭାର। ଗତ ରାତି ୨ଟା ସମୟରେ ତାଙ୍କୁ ପୁଲିସ ଗିରଫ କରିଥିଲା। ରାତିରେ ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଘଟଣାକୁ ନେଇ ବରଗଡ଼ରେ ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତରଖାନାରେ ଗୋଟିଏ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/579e52d2-ae28-44fd-8142-7f097898a927.jpg)