ଗନ୍ଧମାର୍ଦ୍ଧନ ପାହାଡ଼ରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ

Advertisment
ଗନ୍ଧମାର୍ଦ୍ଧନ ପାହାଡ଼ରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ

india tv news

ବରଗଡ଼: ବରଗଡ଼ ଜିଲ୍ଲା ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଧନ ପାହାଡ଼ରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ଗତରାତିରୁ ଏହି ଗୁଳି ବିନିମୟ ଚାଲିଛି। ପୁଲିସ କକ୍ଷରୁ ଜୋରଦାର୍ ସର୍ଚ୍ଚ ଅପରେସନ୍ ଜାରି ରହିଛି। ଘଟଣାସ୍ଥଳରୁ କିଛି ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ସୂଚନା ମିଳିଛି। ତେବେ ଏନେଇ ଏଯାଏ ପୁଲିସ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe