ଲାଞ୍ଜିଗଡ଼: ବେଦାନ୍ତ ଲିମିଟେଡ, ଲାଞ୍ଜିଗଡ଼ ଭାରତର ଅଗ୍ରଣୀ ମେଟାର୍ଲଜିକାଲ ଗ୍ରେଡ ଆଲୁମିନା ଉତ୍ପାଦକ ଏହାର ୟୁନିଟରେ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରରେ ଉନ୍ନତ ଶକ୍ତି ପରିଚାଳନା ବ୍ୟବସ୍ଥା ଗ୍ରହଣ କରିଛି । ଏହା ୧୨୦ଟି ଜଟିଳ ବୈଦ୍ୟୁତିକ ସମ୍ପତ୍ତିର କାର୍ୟ୍ୟ ଦକ୍ଷତା ମାପ ଦଣ୍ଡ ଉପରେ ନଜର ରଖିବାରେ ସାହାଯ୍ୟ କରିବ, ଯାହାଦ୍ୱାରା ପ୍ଲାଣ୍ଟରେ ଶକ୍ତି ଦକ୍ଷତାର ବିକାଶ ହୋଇପାରିବ । ଏହା ଏକ ଉନ୍ନତ ଡିଜିଟାଲ ଇଜେସନ ପ୍ରୟାସ ଯାହାକି ବର୍ଦ୍ଧିତ କାର୍ୟ୍ୟକ୍ଷମ ଅପ୍ଟିମାଇଜେସନ୍ ଓ ରିଫାଇନାରୀ କାର୍ୟ୍ୟର ସ୍ୱୟଂଚାଳିତ ବୃଦ୍ଧି ଘଟାଇବ ।
ବର୍ଦ୍ଧିତ ଶକ୍ତି ଦକ୍ଷତା ପାଇଁ ଉନ୍ନତ ଶକ୍ତି ପରିଚାଳନା ବ୍ୟବସ୍ଥାକୁ ନିୟୋଜିତ କଲା ବେଦାନ୍ତ ଲାଞ୍ଜିଗଡ଼
/sambad/media/post_attachments/wp-content/uploads/2024/05/439213565_387269417105684_4270972186691071001_n-750x430-1.jpg)