ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ କମିଟି ତରଫରୁ ଭଦ୍ରକ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଭଦ୍ରକ: ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ କମିଟି ତରଫରୁ ଆଜି ଭଦ୍ରକ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଭଦ୍ରକର ବାଇପାସ୍ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରୁ ଏକ ଶୋଭାଯାତ୍ରା ବାହାରି ଭଦ୍ରକ ସହର ପରିକ୍ରମା କରିବା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ କରାଯାଇଥିଲା।

ଏହି ପ୍ରତିବାଦ ସଭାରେ ରାଜ୍ୟ ସଂଯୋଜକ ବିନୟ କୁମାର ଭୂୟାଁ ଓ ବିଶ୍ଵ ହିନ୍ଦୁ ପରିଷଦର ମାନସ ମହାନ୍ତିଙ୍କ ସମେତ ଶତାଧିକ କର୍ମୀ ସାମିଲ୍ ହୋଇଥିଲେ।

ସମ୍ବନ୍ଧିତ ଖବର