ଯାଜପୁର: ଧର୍ମଶାଳା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର ରଥିଆ ଛକ ନିକଟରେ ଏକ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ଭଦ୍ରକ ସିଲକୋଇ ଅଞ୍ଚଳର ବୋଲି ଖବର ମିଳିଛି। ତେବେ ରିପୋର୍ଟ ଲେଖାଯିବା ବେଳକୁ ସଂପୃକ୍ତ ବ୍ୟକ୍ତିଙ୍କର ପରିଚୟ ମିଳିନାହିଁ। ଦୁର୍ଘଟଣା ଘଟାଇ ଚମ୍ପଟ ମାରୁଥିବା ଟ୍ରକକୁ ପାଣିକୋଇଲି ଟୋଲ୍ ଗେଟ୍ ନିକଟରେ ଜବତ କଲା ପୁଲିସ୍।
ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ
/sambad/media/post_attachments/wp-content/uploads/2020/09/31kihun02-accki01bikeaccident.jp_.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)