୫ମ ଥର ବିଜୟୀ ହେଲେ ବଦ୍ରୀ ପାତ୍ର, ୩୨ ହଜାର ଭୋଟ୍‌ରେ ହାରିଲେ ନିରଂଜନ ପଟ୍ଟନାୟକ

0

ଭୁବନେଶ୍ୱର: ଘଷିପୁରା ବାଜି ମାରିନେଲେ ବିଜେଡି ପ୍ରାର୍ଥୀ ବଦ୍ରିପାତ୍ର। କଂଗ୍ରେସ ପ୍ରାର୍ଥୀ ତଥା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ୩୨ ହଜାର ୬୬୬ ଖଣ୍ଡ ଭୋଟ୍‌ରେ ମାତ ଦେଇ ୫ ଥର ବିଧାୟକ ଭାବେ ନିର୍ବାଚିତ ହେଲେ ବଦ୍ରି ପାତ୍ର। ତେବେ ଯେଉଁଭଳି ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦି ଭାବେ ଘଷିପୁରାରେ ଉଭୟ ବିଜେଡି ଓ କଂଗ୍ରେସ ମଧ୍ୟରେ ଲେଇ ଦେଖିବାକୁ ମିଳିଥିଲା
ଅନ୍ୟପଟେ ବର୍ତ୍ତମାନର ଟ୍ରେଣ୍ଡ୍‌ ଅନୁସାରେ ବିଜେଡି ୧୧୩, ବିଜେପି ୨୨ ଏବଂ କଂଗ୍ରେସ ୯ଟି ଆସନରେ ଆଗୁଆ ରହିଛନ୍ତି। ସେପଟେ ବିଭିନ୍ନ ଆସନରେ ବୃହତ ଭୋଟ୍‌ ବ୍ୟବଧାନରେ ବିଜୟୀ ହେଉଥିବା ବିଜେଡି ଶିବିରରେ ଏବେ ଖୁସିର ଲହରି ଖେଳିଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Leave A Reply

Your email address will not be published.