ଜଙ୍ଗଲରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

Advertisment

ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଟିକରପଦା ପଞ୍ଜୟତର ଗୁରୁଜୀମୁଣ୍ଡା ଗ୍ରାମ ନିକଟରୁ ଜଣେ ଯୁବକଙ୍କ ଅର୍ଦ୍ଧ ଦଗ୍ଦ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିଙ୍କର ପରିଚୟ ଜଣାପଡ଼ି ନାହିଁ।

ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଟିକରପଦା ପଞ୍ଜୟତର ଗୁରୁଜୀମୁଣ୍ଡା ଗ୍ରାମ ନିକଟରୁ ଜଣେ ଯୁବକଙ୍କ ଅର୍ଦ୍ଧ ଦଗ୍ଦ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିଙ୍କର ପରିଚୟ ଜଣାପଡ଼ି ନାହିଁ।

କାଜୁ ଜଙ୍ଗଲରୁ ଯୁବକଙ୍କ ଗଳିତ ଶବ ଜବତ: ପରିବାର ଆଣିଲା ହତ୍ୟା ଅଭିଯୋଗ

ଲକ୍ଷ୍ମୀପ୍ରସାଦ: ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଟିକରପଦା ପଞ୍ଜୟତର ଗୁରୁଜୀମୁଣ୍ଡା ଗ୍ରାମ ନିକଟରୁ ଜଣେ ଯୁବକଙ୍କ ଅର୍ଦ୍ଧ ଦଗ୍ଦ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିଙ୍କର ପରିଚୟ ଜଣାପଡ଼ି ନାହିଁ।

ସୂଚନା ଅନୁଯାୟୀ ଗୁରୁଜୀମୁଣ୍ଡା ଗ୍ରାମ ନିକଟରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଦ ମୃତଦେହ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେl ମୃତଦେହଟି ଗୁରୁଜୀମୁଣ୍ଡା ଗ୍ରାମରେ ନିଜ ଶ୍ୱଶୁର ଘରେ ରହୁଥିବା ନିକଟସ୍ଥ ବିରିଗଡ ଗ୍ରାମର ବିପିନ ମାଝୀଙ୍କ ପୁଅ ରୁଧୀର ମାଝୀଙ୍କ ବୋଲି ଚିନ୍ହଟ ହୋଇଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ବିଦ୍ୟୁତ୍ ତାର ବିଛାଇ ବନ୍ୟଜନ୍ତୁ ଶିକାର ବେଳେ ଗତରାତିରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଥିବା ସନ୍ଦେହ କରା ଯାଉଛିl 

ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୁଲିସର ପ୍ରାଥମିକ ତଦନ୍ତ ଅନୁସାରେ ଏହା ଏକ ହତ୍ୟକାଣ୍ଡ ହୋଇଥାଇ ପାରେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe