ଅନୁସନ୍ଧାନ କରୁଥିବା ବର୍ଗ

ବୌଦ୍ଧ

ଜଗନ୍ନାଥ ସଡ଼କରେ ‘କାଦୁଅ ସତ୍ୟାଗ୍ରହ’

ବୌଦ୍ଧ/ଧଳପୁର: ଐତିହାସିକ ଜଗନ୍ନାଥ ସଡ଼କ ଉପରେ ସ୍ଥାନୀୟ ଯୁବକମାନେ ଜାତୀୟ ପତାକା ଧରି ଆରମ୍ଭ କରିଛନ୍ତି କାଦୁଅ ସତ୍ୟାଗ୍ରହ। ସମସ୍ତ ପ୍ରଶାସନିକ କଳ ନିକଟରେ ଅଭିଯୋଗ କରି ନିରାଶ ହେବାପରେ ଶେଷକୁ ସେମାନେ ଏଭଳି ଢଙ୍ଗରେ ପ୍ରତିବାଦ କରିବା ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ଜଗନ୍ନାଥ ସଡ଼କରୁ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୬ ଜିଲ୍ଲାରେ ଝଡ଼ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା

ଭୂବନେଶ୍ୱର: ଉତ୍ତର- ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…
ଅଧିକ ଖବର ଦେଖନ୍ତୁ...

ଋଣ କିସ୍ତି ଟଙ୍କାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ, ଥାନାରେ ଅଭିଯୋଗ

କଣ୍ଟାମାଳ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ମହୁଲଵାହାଲି ଗ୍ରାମରେ ଋଣ କରିଥିବା ଏକ ମୋବାଇଲର ବକେୟା ଟଙ୍କା ମାଗିବାରୁ ଗଣ୍ଡଗୋଳ ଘଟି ଅନେକ ପୁରୁଷ ଓ ମହିଳା ଆହତ ହୋଇଥିବା ନେଇ ଆଜି ମନମୁଣ୍ଡା ଥାନାରେ ଆହତ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ସୂଚନା ଅନୁସାରେ ମହୁଲବାହାଲି ଗ୍ରାମର ସୁନ୍ଦର…
ଅଧିକ ଖବର ଦେଖନ୍ତୁ...

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ବଜ୍ରପାତ: ମହିଳାଙ୍କ ସମେତ ୪ ମୃତ

ଭୁବନେଶ୍ବର/ସାହାଜପାଲ/ବାଲିପାଟଣା: ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍‌ଣରେ ବଜ୍ରପାତ ସହିତ ମଧ୍ୟମଧରଣର ବର୍ଷା ହୋଇଛି। ବଜ୍ରପାତ କାରଣରୁ ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ବ୍ୟକ୍ତି ଗୁରୁତର ଥିବା ସୂଚନା ମିଳିଛି।…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ ଝଡ଼ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ଟୁଇନ ସିଟିରେ ଅପରାହ୍ନ ୩ରୁ ୫…

ଭୁବନେଶ୍ୱର: ସଂପ୍ରତି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…
ଅଧିକ ଖବର ଦେଖନ୍ତୁ...

ବାର୍‌ହା ଶିକାରୀ ଗିରଫ

ସାହାଜପାଲ: ବୌଦ୍ଧ ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପଙ୍କ ନିର୍ଦ୍ଦେଶରେ ଶ୍ରାବଣ ପୂର୍ଣ୍ଣିମା ଥିବାରୁ ଜଙ୍ଗଲରେ ଜନ୍ତୁ ଶିକାର ପୂର୍ବାନୁମାନ କରି ଗୁରୁବାର ରାତିରେ ବୌଦ୍ଧ ବନଖଣ୍ଡ ଅନ୍ତର୍ଗତ ରେଞ୍ଜଗୁଡ଼ିକର ସମସ୍ତ ବିଟ୍ ଅଞ୍ଚଳରେ ବନବିଭାଗ ପକ୍ଷରୁ କଡ଼ାକଡ଼ି ଭାବରେ ରାତି ପାଟ୍ରୋଲିଂ କରା…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…
ଅଧିକ ଖବର ଦେଖନ୍ତୁ...

ସ୍ଵଭାବକବିଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା ସହ ଜୟନ୍ତୀ ପାଳିତ   

ଲକ୍ଷ୍ମୀପ୍ରସାଦ: ବୌଦ୍ଧ ଜିଲ୍ଲା ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଲୋକକଲା ଗ୍ରାମ ନାରାୟଣନଗର ଗ୍ରାମରେ ସ୍ଵଭାବକବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା ସହ ଜୟନ୍ତୀ ଗୁରୁବାର ମେହେର ସମାଜ ତଥା ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଦୁଇମାସ…
ଅଧିକ ଖବର ଦେଖନ୍ତୁ...

ଘୂର୍ଣ୍ଣିବଳୟ ସକ୍ରିୟ: ୨୪ ଘଣ୍ଟା ମଧ୍ୟରେ ୨୩ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି (ଗୁରୁବାର) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୦.୯ କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାର…
ଅଧିକ ଖବର ଦେଖନ୍ତୁ...

ଗାଁ ଦାଣ୍ଡରେ ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ବୌଦ୍ଧ: ବୌଦ୍ଧ ଥାନା ତଥା ହରଭଙ୍ଗା ବ୍ଲକ ତାକୁଡ଼ ଗାଁ ଦାଣ୍ଡରେ ଜଣେ ଯୁବକଙ୍କ ଶବ ପଡ଼ି ରହିଥିବା ଦେଖାଯାଇଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ। ମୃତକ ପୁରୁଣା କଟକ ଥାନା ଛେଳିଲେଣ୍ଡି ଗ୍ରାମର ରମେଶ ବାରିକ(୪୦) ବୋଲି ଜଣାଯାଇଛି। ସେ ନିକଟସ୍ଥ ତିଲେଶ୍ବର ବଜାରରେ ଏକ ସେଲୁନ କରିଛନ୍ତି।…
ଅଧିକ ଖବର ଦେଖନ୍ତୁ...