୧୪ ବର୍ଷୀୟା ନାବାଳିକାଙ୍କୁ  ଦୁଷ୍କର୍ମ ଅଭିଯୋଗରେ ୧୨ ବର୍ଷୀୟ ନାବାଳକ ଅଟକ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ  ବିଲୁପଦର ଗ୍ରାମର ଜଣେ ୧୪ ବର୍ଷୀୟା ନାବାଳିକାଙ୍କୁ ସେହି ଗ୍ରାମର ଜଣେ ୧୨ ବର୍ଷର ନାବାଳକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।  ଏ ନେଇ ନାବାଳିକା ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୁଲିସ ସମ୍ପୃକ୍ତ ନାବାଳକଙ୍କୁୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

ସମ୍ବନ୍ଧିତ ଖବର