ବାଲେଶ୍ୱର:୨ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

Advertisment
 ବାଲେଶ୍ୱର:୨ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

ବାଲେଶ୍ୱର/ ଜଳେଶ୍ୱର: ବାଲେଶ୍ୱର ଅବକାରୀ ବିଭାଗ ଓ ଫ୍ଲାଇଂ ସ୍କ୍ଵାଡ୍‌ ମିଳିତ ଚଢ଼ାଉ କରି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତରାଜପୁର ଗ୍ରାମରୁ ୨୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଉଛି। ଏହି ଘଟଣାରେ ସେକ୍‌ ଆବ୍‌ଜାହର ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେକ୍‌  ଆବ୍‌ଜାହର ବାଲେଶ୍ୱର ଅରଡବଜାରରୁ ଏହି ବ୍ରାଉସୁଗାର ଆଣି ଜଲେଶ୍ୱର ଅଞ୍ଚଳରେ ବିକ୍ରି କରୁଥିଲା ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe