ନବରଙ୍ଗପୁର: ଗଛରେ ପିଟି ହେଲା ବରଯାତ୍ରୀ ଗାଡ଼ି: ୧ମୃତ, ୨୦ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ହାତିବେଡା ନିକଟରେ ବୁଧବାର ଅପରାହ୍ନରେ ଏକ ବରଯାତ୍ରୀ ଗାଡ଼ି ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଘଟଣାସ୍ଥଳରେ ଗାଡ଼ି ଚାଳକର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଧ୍ୱ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ରିପୋର୍ଟ ଲେଖାହେଲା ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳି ପାରି ନ ଥିଲା।

ସମ୍ବନ୍ଧିତ ଖବର