ନାବାଳିକାକୁ ଦୁଷ୍କର୍ମ ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ମାମଲା ଦାୟର

Advertisment
୨ ରୁଷିଆ ନାଗରିକଙ୍କ ମୃତ୍ୟୁ ମାମଲା: ତଦନ୍ତରେ ପୂର୍ଣ୍ଣଚ୍ଛେଦ

Image Courtesy of iPleaders Blog

ରାୟଗଡା: ରାୟଗଡା ଜିଲ୍ଲା କାଶୀପୁର ବାଳିକା ଆଶ୍ରମ ବିଦ୍ୟାଳୟର ତୃତୀୟ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ସେଇ ବିଦ୍ୟାଳୟରେ କାର୍ଯ୍ୟରତ ପିଅନ ଶିବ ପ୍ରସାଦ ମିଶ୍ର ଦୁଷ୍କର୍ମ କରିବା ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ନେବା ସହ ପୀଡିତା ନାବାଳିକାଙ୍କ ପରିବାରକୁ ୫୦,୦୦୦,୦୦ (ପଚାଶ ଲକ୍ଷ ଟଙ୍କା) କ୍ଷତିପୂରଣ ଦେବାପାଇଁ ଜାତୀୟ ମାନବ ଅଧିକାର କମିଶନଙ୍କ ନିକଟରେ ମାମଲା ଦାୟର ହୋଇଛି | ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ ଏହି ମାମଲା ଦାୟର କରିଥିବାବେଳେ ଏଥିରେ ଏସପି ରାୟଗଡା ଏବଂ ଡିଜି ପୁଲିସଙ୍କୁ ପକ୍ଷଭୁକ୍ତ କରାଯାଇଛି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe