ମହିଳାଙ୍କୁ ଟାଣିନେଲା କୁମ୍ଭୀର

Advertisment
ରାଜନଗରରେ ଚାଞ୍ଚଲ୍ୟ: ବଡ଼ଭାଇ ଆଗରେ ସାନକୁ ଟାଣିନେଲା କୁମ୍ଭୀର

Britannica

କେନ୍ଦ୍ରାପଡା: ବ୍ରାହ୍ମଣୀ ନଦୀରେ ଶୌଚ ହେଲାବେଳେ ମହିଳାଙ୍କୁ ଟାଣିନେଲା କୁମ୍ଭୀର। ଶୌଚ ପାଇଁ ଯାଇଥିବା ସମୟରେ ମହିଳାଙ୍କୁ କୁମ୍ଭୀର ଟାଣିନେଇଥିବା ଅଭିଯୋଗ ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଆଳପୁଆ ଗାଁର ମଞ୍ଜୁଲତା ଭଞ୍ଜ ଘର ପାଖ ବ୍ରାହ୍ମଣୀ ନଦୀକୁ ଶୌଚ ପାଇଁ ଯାଇଥିଲେ | ତେବେ ଏ ପର୍ଯ୍ୟନ୍ତ ତାଙ୍କର କୌଣସି ପତା ମିଳିପାରୁନାହିଁ। ଗ୍ରାମବାସୀଙ୍କ ଦ୍ୱାରା ଖୋଜାଖୋଜି ଜାରି ରହିଛି । ନଦୀ କୂଳରେ ମଞ୍ଜୁଲତାଙ୍କ ଚପଲ ଓ ବାସନ ପଡିରହିଥିବା ଦେଖିବାକୁ ମିଳିଛି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe