କଟକ: ଗୋଷ୍ଠୀ ସଂଘର୍ଷରେ ୧୨ ଆହତ

Advertisment
କଟକ: ଗୋଷ୍ଠୀ ସଂଘର୍ଷରେ ୧୨ ଆହତ

ଆଠଗଡ଼: କଟକ ଜିଲ୍ଲାର ଆଠଗଡ଼ ଅଂଚଳରେ ରବିବାର ଗୋଷ୍ଠୀ ସଂଘର୍ଷରେ ୧୨ ଜଣ ଲୋକ ଆହତ ହୋଇଛନ୍ତି। ସୂଚନା ଅନୁସାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁରୁଡ଼ିଝାଡ଼ିଆ ଥାନା ଅନ୍ତର୍ଗତ ଗୋବରା ଗାଁରେ ୨ ଗୋଷ୍ଠୀ ମଧ୍ୟରେ ମାଡ଼ପିଟ ହୋଇଥିଲେ। ଉଭୟ ଗୋଷ୍ଠୀ ମଧ୍ୟରୁ ଥାନାରେ ଅଭିଯୋଗ ହୋଇଛି। ପୁଲିସ ଘଟଣାସ୍ଥଳରେ ପହଂଚିଛି। ଗୋବରା ଗାଁ ଉତ୍ତେଜନାପୂର୍ଣ୍ଣ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe