୧୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ବାପପୁଅ ଗିରଫ

Advertisment
୬ ବର୍ଷରେ ସାଢ଼େ ୪୪ କୋଟିର ବ୍ରାଉନ୍‌ସୁଗାର ଜବତ

Sambad

କଟକ: ବାଲିଯାତ୍ରା ପଡ଼ିଆରୁ ୧୨୦ ଗ୍ରାମ ବ୍ରାଉନସୁଗାର ଜବତ କଲା କ୍ୟାଣ୍ଟନମେଣ୍ଟ ଥାନା ପୁଲିସ। ଏହି ମାମଲାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୨ ଲକ୍ଷ ଟଙ୍କା ରହିଛି।

ସୂଚନାନୁଯାୟୀ, କଟକ ବାଲିଯାତ୍ରା ପଡ଼ିଆରୁ ୧୨୦ ଗ୍ରାମ ବ୍ରାଉନସୁଗାର ଜବତ କରି ବାପପୁଅକୁ ଗିରଫ କରିଛି କ୍ୟାଣ୍ଟନମେଣ୍ଟ ଥାନା ପୁଲିସ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe