ଏସ୍‌ସିବିରେ ବୃଦ୍ଧି ପାଉଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ଏସ୍‌ସିବିରେ ବୃଦ୍ଧି ପାଉଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

କଟକ: ଏସ୍‌ସିବିରେ ଦିନକୁ ଦିନ ବୃଦ୍ଧି ପାଉଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ଖୋଲା ଯାଇଥିବା ସ୍ବତନ୍ତ୍ର ୱାର୍ଡରେ ଗତକାଲି ପୁଣି ୫ଜଣ ଆକ୍ରାନ୍ତ ଭର୍ତ୍ତି ହୋଇଛନ୍ତି। ଫଳରେ ୱାର୍ଡ଼ରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି।

ସେମାନଙ୍କ ମଧ୍ୟରେ ଭଦ୍ରକରୁ ୨ଜଣ, ବାଲେଶ୍ବର, କେନ୍ଦ୍ରାପଡ଼ା ଓ କଟକର ଗୋବିନ୍ଦପୁର ଅଞ୍ଚଳରୁ ଜଣେ ଲେଖାଏଁ ସଂକ୍ରମିତ ଭର୍ତ୍ତି ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe