ଡିସେମ୍ବରରେ ବାରବାଟୀରେ ଭାରତ-ଶ୍ରୀଲଙ୍କା ଟି-୨୦

Advertisment
ଡିସେମ୍ବରରେ ବାରବାଟୀରେ ଭାରତ-ଶ୍ରୀଲଙ୍କା ଟି-୨୦

The Telegraph

କଟକ: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆଗାମୀ ଡିସେମ୍ବରରେ ଭାରତ-ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚ ଆୟୋଜନ ହେବ। ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ଗୁରୁତ୍ୱପୂର୍ଣ୍ଣ ନିର୍ବାଚନ ବୈଠକରେ ରବିବାର ଏହା ଆଲୋଚନା ହୋଇଛି। ବୈଠକରେ ଆଗାମୀ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚର ଆୟୋଜନ ନେଇ ଆଲେଚନା ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe