କଟକ: ବିଡାନାସୀ କୂଅରୁ ମୃତଦେହ ମିଳିବା ଘଟଣାରେ ଜୋନ ଏସସିପି ଓ ସାଇଣ୍ଟିଫିକ ଟିମ୍ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜମି କିଣାବିକାକୁ ନେଇ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରାଯାଇଥିବା ନେଇ ଜୋନ -୩ ଏସସିପି ତାପସ ପ୍ରଧାନ ସୂଚନା ଦେଇଛନ୍ତି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp