ଅନୁସନ୍ଧାନ କରୁଥିବା ବର୍ଗ

କଟକ

ଏଏସଓ ନିଯୁକ୍ତି ମାମଲା: ପ୍ରକାଶିତ ମେଧା ତାଲିକାକୁ ରଦ୍ଦ କଲେ ହାଇ‌କୋର୍ଟ

କଟକ: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ତରଫରୁ ଅନୁଷ୍ଠିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ନିଯୁକ୍ତି ପରୀକ୍ଷାରେ ପ୍ରକାଶିତ ମେଧା ତାଲିକାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ବିଷୟଭିତ୍ତିକ ସର୍ବନିମ୍ନ ମାର୍କ ନିୟମ ଲାଗୁ କରାଯିବା ନିଯୁକ୍ତି ନିୟମ ଅନୁସାରେ ଗ୍ରହଣୀୟ ନୁହେଁ। ଓଡ଼ିଶା…
ଅଧିକ ଖବର ଦେଖନ୍ତୁ...

ପଶ୍ଚିମବଙ୍ଗ ବାଣ ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତଙ୍କର କଟକରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

କଟକ: ଜଳେଶ୍ବର/ଭୋଗରାଇ: ପଶ୍ଚିମବଙ୍ଗ ବାଣ ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ଭାନୁ ବାଗଙ୍କର କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବାର ଖବର ମିଳିଛି। ୧୬ ତାରିଖ ରାତି ୨ ଟା ସମୟରେ ସେ ଭର୍ତି ହୋଇଥିଲେ। ତାଙ୍କ ଶରୀରର ୮୦% ଭାଗ  ଜଳିଯାଇଥିଲା। ଘର ତାଙ୍କର…
ଅଧିକ ଖବର ଦେଖନ୍ତୁ...

ଓପିଏସସିର ମେରିଟ୍ ଲିଷ୍ଟକୁ ଖାରଜ କଲେ ହାଇକୋର୍ଟ, ୨ ମାସ ମଧ୍ୟରେ ସାନି ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ

କଟକ: ଏଏସଓ ନିଯୁକ୍ତି ନେଇ ଓପିଏସସିର ମେରିଟ୍ ଲିଷ୍ଟକୁ ଖାରଜ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଆଗାମୀ ୨ ମାସ ମଧ୍ୟରେ ସାନି ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଓପିଏସସି ପକ୍ଷରୁ ଏ ଏସ ଓ ପରୀକ୍ଷାରେ ଅନିୟମିତତା ମାମଲା ରିଟ୍ ଆବେଦନରେ…
ଅଧିକ ଖବର ଦେଖନ୍ତୁ...

ମେ ୨୨ରୁ ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ

କଟକ : ଓଡ଼ିଶା ହାଇକୋର୍ଟରେ ମେ ୨୨ ତାରିଖରୁ ଗ୍ରୀଷ୍ମ ଅବକାଶ ଆରମ୍ଭ ହେଉଛି। ମେ ୨୨ରୁ ଜୁନ୍ ୨୦ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ। ଜୁନ୍ ୨୧ ତାରିଖରେ କୋର୍ଟ ଖୋଲିବ। ଅବକାଶ ସମୟରେ ମେ ୨୩, ୨୫, ୩୦, ଜୁନ୍ ୧, ୬, ୮, ୧୨ ଓ ୧୩ରେ ଅବକାଶକାଳୀନ ଖଣ୍ଡପୀଠ ବସିବ ‌ବୋଲି ହାଇକୋର୍ଟ…
ଅଧିକ ଖବର ଦେଖନ୍ତୁ...

ମେ ୨୩ରୁ ଅନ୍‌ଲାଇନରେ ଚେକିଂ-ଆଡିସନ୍‌ ଆବେଦନ

କଟକ: ମାଟ୍ରିକ ଛାତ୍ରଛାତ୍ରୀଙ୍କର ଯେଉଁ ବିଷୟ ନମ୍ବରକୁ ନେଇ ସନ୍ଦେହ ରହିଛି, ସେମାନେ ଚଳିତ ମାସ ୨୩ ତାରିଖରୁ ଚେକିଂ-ଆଡିସନ ପାଇଁ ଅନ୍‌ଲାଇନରେ ଆବେଦନ କରିପାରିବେ। ବୋର୍ଡର ୱେବସାଇଟ୍ www.bseodisha.ac.in ରେ ଏଥିପାଇଁ ଆବେଦନ କରିବାର ସୁଯୋଗ ରହିଛି। ଅନ୍ୟପଟେ ମଧ୍ୟମା ଓ ରାଜ୍ୟ…
ଅଧିକ ଖବର ଦେଖନ୍ତୁ...

ସିବିଏସ୍‌ଇକୁ ଟପିଲା ଓଡ଼ିଶା ବୋର୍ଡ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ହାଇସ୍କୁଲ ସାର୍ଟିଫ‌ିକେଟ୍ ପରୀକ୍ଷାଫଳ ଗୁରୁବାର ଦିନ ପ୍ରକାଶ ପାଇଛି। ମାଟ୍ରିକ ପରୀକ୍ଷାର ରେଗୁଲାର୍ ଛାତ୍ରଛାତ୍ରୀଙ୍କ ପାସ୍ ହାର ୯୬.୪୦ ପ୍ରତିଶତ ରହିଥିବା ବେଳେ ଏକ୍ସରେଗୁଲାର୍ ଓ ପତ୍ରମାଧ୍ୟମ ପରୀକ୍ଷାଫଳକୁ ଏକାଠି…
ଅଧିକ ଖବର ଦେଖନ୍ତୁ...

ଶିଶୁ ଅପପୁଷ୍ଟି ପ୍ରସଂଗରେ ହାଇକୋର୍ଟଙ୍କ ଉଦ୍‌ବେଗ

କଟକ/ଯାଜପୁର : ରାଜ୍ୟରେ ଶିଶୁ ଅପପୁଷ୍ଟି ଘଟଣାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ୨୦୨୩ ମସିହାରେ ଗୋଟିଏ ବି ଶିଶୁ ଅପପୁଷ୍ଟିରେ ମରିବା ଗ୍ରହଣୀୟ ନୁହେଁ। ଚଳିତବର୍ଷ ଶେଷସୁଦ୍ଧା ରାଜ୍ୟରେ ଶିଶୁ ଅପପୁଷ୍ଟି ସମସ୍ୟା ଦୂର କରିବା ଦିଗରେ ଯୋଜନା ପ୍ରଣୟନ କରିବାକୁ ହାଇକୋର୍ଟ…
ଅଧିକ ଖବର ଦେଖନ୍ତୁ...

ହାଇକୋର୍ଟରେ ହାଜର ହେଲେ ଡିଆର୍‌ଟି ପ୍ରିଜାଇଡିଂ ଅଫିସର: ସବୁ କାର୍ଯ୍ୟଦିବସରେ ଶୁଣାଣି କରିବେ

କଟକ : ହାଇକୋର୍ଟରେ ଆଜି ଋଣ ଅସୁଲ ଅଧିକରଣ (ଡେବ୍ଟସ୍ ରିକଭରି ଟ୍ରିବୁନାଲ)ର ପ୍ରିଜାଇଡିଂ ଅଫିସର ବ୍ୟକ୍ତିଗତ ଭାବେ ହାଜର ହୋଇ ସପ୍ତାହରେ ଦୁଇଦିନ ଛୁଟିନେବା ବଦଳରେ କାର୍ଯ୍ୟଦିବସରେ ନିୟମିତ ଭାବେ କୋର୍ଟ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଡକ୍ଟର ଜଷ୍ଟିସ ବିଦ୍ୟୁତ ରଂଜନ ଷଡ଼ଙ୍ଗୀ ଓ…
ଅଧିକ ଖବର ଦେଖନ୍ତୁ...

ହାଇକୋର୍ଟରେ ଡିଆରଟି ପ୍ରିଜାଇଡିଂ ଅଫିସର ହାଜର

କଟକ: ହାଇକୋର୍ଟରେ ଆଜି ଋଣ ଅସୁଲ ଅଧିକରଣ (ଡେବ୍ଟସ୍ ରିକଭରି ଟ୍ରିବୁନାଲ)ର ପ୍ରିଜାଇଡିଂ ଅଫିସର ବ୍ୟକ୍ତିଗତ ଭାବେ ହାଜର ହୋଇ ସ୍ପଷ୍ଟୀକରଣ ରଖିଥିଲେ। ଡକ୍ଟର ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ଓ ଜଷ୍ଟିସ ଏମ.ଏସ. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମାମଲାର ଶୁଣାଣି ସମୟରେ ମେ ୧୭ର ନିର୍ଦ୍ଦେଶ…
ଅଧିକ ଖବର ଦେଖନ୍ତୁ...

ମାଟ୍ରିକ୍‌ ପରୀକ୍ଷାଫଳ: ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ, ୩୨୨୨ ବିଦ୍ୟାଳୟରେ ପାସ୍ ହାର ଶତ ପ୍ରତିଶତ

କଟକ: ପ୍ରକାଶ ପାଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍‌ ପରୀକ୍ଷାଫଳ। ଏଥର ପରୀକ୍ଷାଫଳକୁ ଲକ୍ଷ୍ୟ କଲେ ଜଣାଯାଏ ଯେ ଛାତ୍ରଙ୍କଠାରୁ ଆଗରେ ଛାତ୍ରୀ ରହିଛନ୍ତି। ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସହାର ଅଧିକ ରହିଛି । ଏଥର ଛାତ୍ରମାନଙ୍କ ପାସ୍ ହାର ରହିଛି…
ଅଧିକ ଖବର ଦେଖନ୍ତୁ...