ଅନୁସନ୍ଧାନ କରୁଥିବା ବର୍ଗ

କଟକ

ବଡ଼ମ୍ବାରେ ଦନ୍ତା ହାତୀ ମୃତ୍ୟୁ ଘଟଣା: ବନବିଭାଗ ହାଜତରେ ଅଟକ ବ୍ୟକ୍ତିଙ୍କୁ ହତ୍ୟା!

କଟକ/ଆଠଗଡ଼/ବଡ଼ମ୍ବା : ଦନ୍ତା ହାତୀ ଶିକାର ଓ ଦାନ୍ତ ଲୁଟ୍‌ ଅଭିଯୋଗରେ ବନ ବିଭାଗ ଅଟକ ରଖିଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ତୁମୁଳକାଣ୍ଡ ଘଟିଛି। ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକେ ବନ ବିଭାଗର ବାଣପୁର ବିଟ୍‌ ହାଉସ୍ ଭଙ୍ଗାରୁଜା, ପୋଡ଼ାଜଳା କରିଛନ୍ତି। ବଡ଼ବାରସିଂହ ଛକରେ ଟାୟାର…
ଅଧିକ ଖବର ଦେଖନ୍ତୁ...

ହିଞ୍ଜିଳିକାଟୁରେ ସିଭିଲ ଜଜ୍ ତଥା ସହକାରୀ ଦୌରା ଜଜ୍ ଅଦାଲତ ଉଦ୍‌ଘାଟିତ

କଟକ : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ହିଞ୍ଜିଳିକାଟୁଠାରେ ସିଭିଲ ଜଜ୍ (ସିନିୟର ଡିଭିଜନ) ତଥା ସହକାରୀ ଦୌରା ଜଜ୍ ଅଦାଲତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନ‌ାୟକ ଓ ହାଇକୋର୍ଟ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧରଙ୍କ ଦ୍ବାରା ଉଦ୍‌ଘାଟିତ ହୋଇଛି। ଭର୍ଚୁଆଲ ବ୍ୟବସ୍ଥାରେ ଅନୁଷ୍ଠିତ…
ଅଧିକ ଖବର ଦେଖନ୍ତୁ...

ମନ୍ତ୍ରୀ ନବ କିଶୋର ଦାସଙ୍କୁ ହତ୍ୟା ଘଟଣାର ସିବିଆଇ ତଦନ୍ତ ପାଇଁ ଜନସ୍ବାର୍ଥ ମାମଲା

କଟକ : ମନ୍ତ୍ରୀ ନବ କିଶୋର ଦାସଙ୍କୁ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ଆଜି ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଜଣେ କର୍ତ୍ତବ୍ୟରତ ପୁଲିସ ଏଏସଆଇ ମନ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛି। ତେଣୁ ସେହି ପୁଲିସ ବିଭାଗର କ୍ରାଇମବ୍ରାଞ୍ଚ ଉପରେ ଭରସା ନାହିଁ। ଘଟଣାର…
ଅଧିକ ଖବର ଦେଖନ୍ତୁ...

ହାଇକୋର୍ଟରେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କ ଆବେଦନ ଖାରଜ

କଟକ: ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି। ସିସୋର ଚିଟ୍‌ଫଣ୍ଡ ଘଟଣାକୁ ନେଇ ତାଙ୍କ ବିରୋଧରେ ଭୁବନେଶ୍ବର ସ୍ବତନ୍ତ୍ର ସିବିଆଇ ଅଦାଲତରେ ବିଚାରାଧୀନ ମାମଲା ରଦ୍ଦ ପାଇଁ ଶ୍ରୀ ଜେନା ଦାୟର କରିଥିବା ଆବେଦନକୁ ହାଇକୋର୍ଟ ଖାରଜ…
ଅଧିକ ଖବର ଦେଖନ୍ତୁ...

ଥାର୍ଡ ଡିଗ୍ରିରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିଲେ, କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ପିସିସିଏଫ୍

ଭୁବନେଶ୍ବର: ଆଠଗଡ଼ ବନଖଣ୍ଡ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଦେବୀଦତ୍ତ ବିଶ୍ୱାଳ। ସେ କହିଛନ୍ତି, ବନ ବିଭାଗ ହେପାଜତରେ ଜଣେ ଅଭିଯୁକ୍ତର ମୃତ୍ୟୁ ଘଟଣା ଦୁଃଖଦାୟକ। ଘଟଣାର ତଦନ୍ତ ପାଇଁ କ ଜଣେ ଅଧିକାରୀଙ୍କୁ ଆଠଗଡ଼ ପଠା…
ଅଧିକ ଖବର ଦେଖନ୍ତୁ...

ନବ ଦାସଙ୍କ ମୃତ୍ୟୁ: ସିବିଆଇ ତଦନ୍ତ ଦାବିରେ ଓଡ଼ିଶା ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ସିବିଆଇ ତଦନ୍ତ ଦାବି କରାଯାଇ ଏହି ମାମଲା ଦାୟର କରିଛନ୍ତି ଭାରତୀୟ ବିକାଶ ପରିଷଦ। ସୂଚନାଯୋଗ୍ୟ, ଗତ ମାସ ୨୯ ତାରିଖ ଦିନ ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା…
ଅଧିକ ଖବର ଦେଖନ୍ତୁ...

ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫଙ୍କୁ ଗିରଫ ଓ ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି

କଟକ: ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫଙ୍କ ନାଆଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ମୃତକ ଧନେଶ୍ବର ବେହେରାଙ୍କ ପରିବାର ଓ ସଂପର୍କୀୟ। ସେମାନଙ୍କ କହିବା ଅନୁଯାୟୀ, ଧନେଶ୍ବର ବେହେରା ଜଣେ ଦିନ ମଜୁରିଆ। ଗତକାଲି ସେ ପିଠାପଣା ଧରି ନିଜ ଝିଅ ଘରକୁ ଯାଉଥିବା ବେଳେ ସାଦା ପୋଷାକରେ ଆସି ବଡ଼ମ୍ବା…
ଅଧିକ ଖବର ଦେଖନ୍ତୁ...

ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫ୍ ଆଠଗଡ଼ ଥାନାରେ ଅଟକ

କଟକ: ବନବିଭାଗର ହେପାଜତରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାରେ ପୁଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସଦ୍ୟତମ ତଥ୍ୟ ଅନୁଯାୟୀ, ଆଠଗଡ଼ ବନଖଣ୍ଡର ୨ ଏସିଏଫ୍ ବି ଆଠଗଡ଼ ଥାନାରେ ଅଟକ ଅଛନ୍ତି। ଦୁହେଁ ହେଲେ ଘନଶ୍ୟାମ ମୁଦୁଲି ଓ ହରେକୃଷ୍ଣ ମଲ୍ଲିକ। ଉଭୟଙ୍କୁ ଅଟକ ରଖି ପୁଲିସ ପଚରାଉଚରା…
ଅଧିକ ଖବର ଦେଖନ୍ତୁ...

ବନବିଭାଗ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ: ବଡ଼ମ୍ବା ରେଞ୍ଜରଙ୍କୁ ଉଠାଇନେଲା ପୁଲିସ

କଟକ: ବନବିଭାଗର ହେପାଜତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ପୁଲିସ ବଡ଼ମ୍ବା ରେଞ୍ଜରଙ୍କ ସମେତ ୭ଜଣଙ୍କୁ ଉଠାଇନେଇଥିବାର ଖବର ମିଳିଛି। ଏମାନଙ୍କୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା କରୁଥିବା ଜଣାଯାଇଛି। ସୂଚନା ଅନୁଯାୟୀ, କିଛି ଦିନ ତଳେ ବଡ଼ମ୍ବା ଏବଂ ହିନ୍ଦୋଳ ସଂରକ୍ଷିତ ଜଙ୍ଗଲର…
ଅଧିକ ଖବର ଦେଖନ୍ତୁ...

ନବ ଦାସ ହତ୍ୟା ତଦନ୍ତ: ଝାରସୁଗୁଡ଼ାରେ ମାନସିକ ରୋଗ ବିଶେଷଜ୍ଞ ଟିମ୍

କଟକ/ ଝାରସୁଗୁଡ଼ା : ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ଆଜି ୮ ଦିନ ହୋଇଯାଇଥିଲେ ମଧ୍ୟ ଏହା ପଛର କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ। ମନ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଥିବା କଥା ପୁଲିସ ଏଏସ୍‌ଆଇ ଗୋପାଳ ଦାସ ସ୍ବୀକାର କରିଥିଲେ ମଧ୍ୟ ସେ କାହିଁକି ହତ୍ୟା କଲେ ତାର କାରଣ ଏବେ…
ଅଧିକ ଖବର ଦେଖନ୍ତୁ...