ହରିଣ ଉପରେ ଗାଡ଼ି ଚଢ଼ିଗଲା

Advertisment
ହରିଣ ଉପରେ ଗାଡ଼ି ଚଢ଼ିଗଲା

NDTV.com

ଅଳତି: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟ ପୁରୁଣାବାନ୍ଧଗୋଡ଼ା ଗ୍ରାମ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଏକ ହରିଣର ମୃତ୍ୟୁ ଘଟିଛି। ରାସ୍ତାରେ ହରିଣର ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଯୁବକମାନେ ବନ ବିଭାଗକୁ ଜଣାଇଥିଲେ। ବନ ବିଭାଗ କର୍ମଚାରୀ ପହଞ୍ଚି ହରିଣର ମୃତଦେହ ଜବତ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe