ଅନୁସନ୍ଧାନ କରୁଥିବା ବର୍ଗ

ଦେବଗଡ଼

ରିଆମାଳ ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟରେ ଅବ୍ୟବସ୍ଥା: ସକାଳ ସାଢ଼େ ୯ଟା ପର୍ଯ୍ୟନ୍ତ ଫାଟକରେ ଝୁଲୁଛି ତାଲା

ରିଆମାଳ: ଦେବଗଡ଼ ଜିଲ୍ଲା ରିଆମାଳ ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟରେ ଆଜି ଆଜି ସକାଳ ୯.୩୦ ମିନିଟ୍ ପର୍ଯ୍ୟନ୍ତ ଫାଟକରେ ତାଲା ଝୁଲୁଥିଲା। ତେବେ ଆଜି ନୁହେଁ ବହୁ ଦିନ‌ ହେଲା ବିଳମ୍ବରେ ଚିକିତ୍ସାଳୟ ଖୋଲୁଥିବା ଚାଷୀ କହିଛନ୍ତି। କର୍ମଚାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଯୋଗୁଁ ବହୁ ଗୋ…
ଅଧିକ ଖବର ଦେଖନ୍ତୁ...

୨୩ ବର୍ଷ ତଳୁ ନିଖୋଜ ଥିବା ପୁଅକୁ ପାଇଲେ ପରିବାର

ରିଆମାଳ: ଆଜିକୁ ୨୩ ବର୍ଷ ତଳେ ନିଖୋଜ ହୋଇଯାଇ ଥିବା ରିଆମାଳ ବ୍ଲକ୍ ପରା ପଞ୍ଚାୟତ ତାଳବାହାଳି ଗ୍ରାମର ହାଡ଼ିବନ୍ଧୁ ପ୍ରଧାନଙ୍କ ବଡ଼ପୁଅ କୁଳମଣି ପ୍ରଧାନଙ୍କୁ ପରିବାର ଲୋକେ ଫେରି ପାଇଛନ୍ତି। ସୋମବାର ମୁମ୍ବାଇର ‘ଶ୍ରଦ୍ଧା ରିହାବିଲିଟେସନ ଫାଉଣ୍ଡେସନ’ ସହାୟତାରେ କୁଳମଣି ଘରକୁ ଫେରିଛନ୍ତି।…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗତକାଲି (ସୋମବାର) ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ରହିଛି ଏବଂ ସମୁଦ୍ର ପତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଥିବା ଗତକାଲିର ସଦୃଶ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏବେ ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଓ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ରହିଛି। ତେବେ, ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି।…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତକାଲି (ଶନିବାର) ସୃଷ୍ଟି ହୋଇଥିବା ସଦୃଶ୍ୟ ଲଘୁଚାପ ଏବେ ଗାଙ୍ଗେୟ ଉପତ୍ୟକା, ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଏବଂ ସଂଲଗ୍ନ ଝାଡ଼ଖଣ୍ଡର ପଶ୍ଚିମ ଭାଗରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର…
ଅଧିକ ଖବର ଦେଖନ୍ତୁ...

ଅସୁମାରୀ ଆନନ୍ଦ ଦେଲା ଅନର୍ୟା: ଅଲୋଡ଼ା ଝିଅକୁ କୋଳେଇ ନେଲେ ମରିସସ୍‌ର ଦମ୍ପତି    

ଦେବଗଡ଼: ଜନ୍ମଦାତ୍ରୀଙ୍କ ଦ୍ଵାରା ପରିତ୍ୟକ୍ତ ହୋଇଥିବା ଶିଶୁକନ୍ୟାକୁ ପୋଷ୍ୟ ସନ୍ତାନ ଭାବେ କୋଳେଇ ନେଇ ଏକ ନୂଆ ଜୀବନ ଦେଇଛନ୍ତି ମରିସସ୍‌ର ଦମ୍ପତି। ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ଏକ ଶିଶୁକନ୍ୟାକୁ ଜନ୍ମଦେଇ ଜନ୍ମଦାତ୍ରୀ କୌଣସି କାରଣରୁ ଛାଡ଼ି ପଳାଇଥିଲା। ସୂଚନା ପାଇ ଜିଲ୍ଲା ଶିଶୁ…
ଅଧିକ ଖବର ଦେଖନ୍ତୁ...

ବଙ୍ଗୋପସାଗରରେ ସୃଷ୍ଟିହେଲା ଘୂର୍ଣ୍ଣିବଳୟ: ୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ମିଆଁମାର ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ତ୍ୱରାନ୍ଵିତ ହେଉଛି। ତେବେ, ଓଡ଼ିଶା ଉପରୁ ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇ ନଥିଲେ ସୁଦ୍ଧା ରାଜ୍ୟ ଉପରେ ମୌସୁମୀର ପ୍ରଭାବ ଦୁର୍ବଳ ଅବସ୍ଥାରେ ରହିଛି। ଅନ୍ୟପଟେ ବାୟୁମଣ୍ଡଳର ୧.୫ କିମି ଉଚ୍ଚତାରେ ଏକ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୫ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପରେ କୌଣସି ପ୍ରକାର ଘୂର୍ଣ୍ଣିବଳୟର ପ୍ରଭାବ ନଥିବା ବେଳେ ମୌସୁମୀ ଦୁର୍ବଳ ଅବସ୍ଥାରେ ରହିଛି। ଏପରିସ୍ଥିତିରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ…
ଅଧିକ ଖବର ଦେଖନ୍ତୁ...

ପୁଲିସକୁ ଚକମା ଦେଇ ଗିରଫ ଅଭିଯୁକ୍ତ ଫେରାର: ନାବାଳିକା ଅପହରଣ ମାମଲା ରହିଛି ଆସାମୀ ନାଁରେ

ଦେବଗଡ଼: ପୁଲିସ କର୍ମଚାରୀଙ୍କ ଅବହେଳା ଯୋଗୁଁ ଗତକାଲି ଜଣେ ନାବାଳିକା ଅପହରଣ ଅଭିଯୁକ୍ତ ଦେବଗଡ଼ ସ୍ଵତନ୍ତ୍ର ଉପକାରାଗାର ସମ୍ମୁଖରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏବେ ସୁଦ୍ଧା ଉକ୍ତ ଅଭିଯୁକ୍ତକୁ ପୁଲିସ ଗିରଫ କରିବାରେ ସଫଳ ହୋଇପାରିନ।ହିଁ । ମିଳିଥିବା ସୂଚନା ଅନୁଯାୟୀ, କୁଣ୍ଢେଇଗୋଳା…
ଅଧିକ ଖବର ଦେଖନ୍ତୁ...