ସାପ କାମୁଡ଼ାରେ ମହିଳା ମୃତ

ସାପ କାମୁଡ଼ାରେ ମହିଳା ମୃତ

bumrungrad.com

ରିଆମାଳ: ରିଆମାଳ ଥାନା ନାଉଲିପଡା ପଞ୍ଚାୟତ ତେଲିମୁଣ୍ଡା (ଫୁଲସରନାଳୀ) ଗ୍ରାମରେ ଶନିବାର ରାତିରେ ସାପ କାମୁଡ଼ାରେ ଗଣେଶ କିଷାନଙ୍କ ସ୍ତ୍ରୀ ସତ୍ୟବତୀ କିସାନ (୩୮)ଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ଜମିକୁ ଚାଷ କାର୍ଯ୍ୟ ପାଇଁ ଯାଇଥିବା ବେଳେ ସେଠାରେ ଏକ ସାପ କାମୁଡ଼ି ଦେଇଥିଲା। ପରିବାର ଲୋକେ ପ୍ରଥମେ ଛତାବର ଓ ପରେ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe