ଦେବଦତ୍ତ ଚାନ୍ଦ ବ୍ୟାଙ୍କ ଅଫ୍ ବରୋଦାର ନୂତନ ପରିଚାଳନା ନିର୍ଦ୍ଦେଶକ

ଦେବଦତ୍ତ ଚାନ୍ଦ ବ୍ୟାଙ୍କ ଅଫ୍ ବରୋଦାର ନୂତନ ପରିଚାଳନା ନିର୍ଦ୍ଦେଶକ

ସମ୍ବଲପୁର: ବଲାଙ୍ଗୀରର ଦେବଦତ୍ତ ଚାନ୍ଦ ବ୍ୟାଙ୍କ ଅଫ୍ ବରୋଦାର ନୂତନ ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଜୁଲାଇ ୧ରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ବ୍ୟାଙ୍କ ଅଫ୍ ବରୋଦାର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ଅଧୀନରେ ଥିବା କର୍ମଚାରୀମାନେ ତାଙ୍କୁ ସ୍ବାଗତ କରିବା ସହ ମା ସମଲେଶ୍ବରୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି।

ଏହା ପୂର୍ବରୁ ଶ୍ରୀ ଚାନ୍ଦ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe