କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅଞ୍ଚଳରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଯାଇଥିବାର ଖବର ମିଳିଛି। ତେବେ ଯାତ୍ରୀମାନେ ଅଳ୍ପକେ ବର୍ତିଯାଇଛନ୍ତି।
ସୂଚନା ଅନୁଯାୟୀ, ରୋଡମାଷ୍ଟର ନାମକ ଯାତ୍ରୀବାହୀ ବସ୍ ପାଲଲହଡ଼ାରୁ ଯାତ୍ରୀ ନେଇ ଭୁବନେଶ୍ୱର ଯାଉଥିବାବେଳେ ବିଜାଡିହ ଛକ ନିକଟରେ ରାସ୍ତାତଳକୁ ଖସିଯାଇଥିଲା। ବସରେ ୨୦ରୁ ଅଧିକ ଯାତ୍ରୀ ଥିବା ଅନୁମାନ କରାଯାଇଛି।
ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ୍
Advertisment
Follow Us