ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ସନ୍ଥପୁର - ବଜୁରିଆ ରାସ୍ତାର ଡଉଁରି ନାଳ ପୋଲ ଠାରେ ୩୦ତାରିଖ ପୂର୍ବାହ୍ନ ୯ଟା ବେଳେ ଏକ ବାଲି ବୋଝେଇ ଟିପ୍ପର ପୋଲ ଉପରେ ଠିଆହୋଇ ଥିବା ପିଲାମାନଙ୍କୁ ଧକ୍କା ଦେଇ ୩୦ଫୁଟ ତଳକୁ ଖସି ପଡ଼ିଛି। ଫଳରେ ଟିପ୍ପର ତଳେ କିଛି ପିଲା ଚାପି ହୋଇଥିବା ସୂଚନା ମିଳିଛି। ଡ୍ରାଇଭରକୁ ଲୋକମାନେ ଟିପର ଭିତରୁ ଉଦ୍ଧାର କରିଛନ୍ତି। ଘଟଣାସ୍ଥଳରେ ଲୋକମାନେ ରୁଣ୍ଡ ହୋଇଛନ୍ତି।
ପିଲାଙ୍କୁ ଧକ୍କା ଦେଇ ୩୦ ଫୁଟ ତଳକୁ ଖସିଲା ଟିପ୍ପର
Advertisment
Follow Us