କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଗୋରଡ଼ିଆ ଗାଁରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ।ସୂଚନା ଅନୁସାରେ ଗୋରଦିଆ ଗାଁର ଯତୀନ ସାମଲଙ୍କ ପତ୍ନୀ ମିନାକ୍ଷୀ ସାମଲ (୩୮) ଘରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ି ଦେଇଥିଲା ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ପ୍ରଥମେ ଜିରାଳ ଡାକ୍ତରଖାନା ଓ ପରେ କାମାକ୍ଷାନଗର ଉପଖଣ୍ଡ ଡାକ୍ତରଖାନାକୁ ଆଣିଥିଲେ। ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
ସାପ କାମୁଡ଼ାରେ ମହିଳା ମୃତ
/sambad/media/post_attachments/wp-content/uploads/2022/08/maxresdefault-1.jpg)
Advertisment

Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)