ଗାଧେଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜଣେ ମୃତ

Advertisment
ଗାଧେଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜଣେ ମୃତ

ଢେଙ୍କ‌ାନାଳ: ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ବନ୍ଦାଣିଆ ଗାଁରେ ପୋଖରୀରେ ବୁଡି ଜଣଙ୍କର ମୃତ୍ୟୁ ଘଟିଛି। ଗାଁର କରିଆ ହଂସଦା ଗାଁ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ କୌଣସି କାରଣ ପାଇଁ ଅସାବଧାନତାରେ ପାଣିରେ ବୁଡି ଯାଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ କାମାକ୍ଷାନଗର ଡାକ୍ତରଖାନା‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କଙ୍କଡାହାଡ଼ ପୁଲିସ ଏହାର ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe