ଅଳତି: ରାମଚନ୍ଦ୍ରପୁର ଥାନା ଖଡ଼ିକାଶୁଳବାହାଳି ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଗ୍ରାମର ସନାତନ ଜେନା (୭୨) ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ସମୟରେ ପାଣିରେ ବୁଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସାଇଁକୁଳ ଡାକ୍ତରଖାନା ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏନେଇ କେସ୍ ନମ୍ବର ୧୫/୨୩ରେ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/06/17-3.jpg)