ଆଠଗଡ଼ରେ ବୁଲୁଛି କଲରାପତରିଆ ବାଘ

Advertisment

କଟକ ଆଠଗଡ଼ ବନଖଣ୍ଡର ନରସିଂହପୁର ଇଷ୍ଟ ରେଞ୍ଜର ରାସ୍ତାରେ କଲରାପତରିଆ ବାଘ ଦେବାକୁ ମିଳିଛି । କଲରାପତରିଆ ବାଘଟି ନିର୍ଭୟରେ ରାସ୍ତାରେ ବୁଲୁଛି । ରାସ୍ତାରେ ବୁଲୁଥିବା ବେଳେ କଲରାପତରିଆ ବାଘର ଭିଡିଓ ମୋବାଇଲରେ କଏଦ ହୋଇଛି...

କଟକ ଆଠଗଡ଼ ବନଖଣ୍ଡର ନରସିଂହପୁର ଇଷ୍ଟ ରେଞ୍ଜର ରାସ୍ତାରେ କଲରାପତରିଆ ବାଘ ଦେବାକୁ ମିଳିଛି । କଲରାପତରିଆ ବାଘଟି ନିର୍ଭୟରେ ରାସ୍ତାରେ ବୁଲୁଛି । ରାସ୍ତାରେ ବୁଲୁଥିବା ବେଳେ କଲରାପତରିଆ ବାଘର ଭିଡିଓ ମୋବାଇଲରେ କଏଦ ହୋଇଛି...

eopards roams in Athagarh

eopards roams in Athagarh Photograph: (sambad.in)

ଆଠଗଡ଼: କଟକ ଆଠଗଡ଼ ବନଖଣ୍ଡର ନରସିଂହପୁର ଇଷ୍ଟ ରେଞ୍ଜର ରାସ୍ତାରେ କଲରାପତରିଆ ବାଘ ଦେବାକୁ ମିଳିଛି । କଲରାପତରିଆ ବାଘଟି ନିର୍ଭୟରେ ରାସ୍ତାରେ ବୁଲୁଛି ।

ରାସ୍ତାରେ ବୁଲୁଥିବା ବେଳେ କଲରାପତରିଆ ବାଘର ଭିଡିଓ ମୋବାଇଲରେ କଏଦ ହୋଇଛି। ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି।

ବାଘକୁ ଦେଖିବା ପରେ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ବାଘର ଗତିବିଧି ଉପରେ ନଜର ରଖାଯାଉଛି ବୋଲି ବନବିଭାଗ କହିଛି।

ଅଧିକ ପଢ଼ନ୍ତୁ: ଭୁବନେଶ୍ୱର ଉପକଣ୍ଠରୁ ବଜ୍ରକାପ୍ତା ଉଦ୍ଧାର

ବନଖଣ୍ଡର ତିଗିରିଆ ଠାରୁ ବଡମ୍ବା, ନରସିଂହପୁର ହିନ୍ଦୋଳ ପର୍ଯ୍ୟନ୍ତ ବାଘଟି ବୁଲୁଥିବାର ଦେଖିବାକୁ ମିଳୁଛି । 

ଆଠଗଡ଼ ବନଖଣ୍ଡରେ ୩ ରୁ ୪ଟି କଲରାପତରିଆ ବାଘ ଥିବା କୁହାଯାଉଛି। ସେମାନେ ଏହି ଅଞ୍ଚଳର ବୁଲାବୁଲି କରୁଥିବା ଲୋକେ କହୁଛନ୍ତି।  

ଅଧିକ ପଢ଼ନ୍ତୁ: ଏକ୍‌ଜିଟ୍‌ ପୋଲ୍‌କୁ ଅସ୍ବୀକାର କରି ଦିଲ୍ଲୀରେ ପୁଣି କେଜ୍ରିୱାଲ୍‌ ମୁଖ୍ୟମନ୍ତ୍ରୀ ହେବେ ବୋଲି କହିଲା ଆପ୍‌

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe