ଭୁବନେଶ୍ବର : ପୁରୀ ଜିଲ୍ଲା କୋଣାର୍କ ଚାରିଛକ ନିକଟରେ ଥିବା ବ୍ରହ୍ମଗୁଣ୍ଡିସ୍ଥିତ ଏକ ବାଣ ଗୋଦାମରେ ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି । ପ୍ରଚଣ୍ଡ ବିସ୍ଫୋରଣ ପରେ ସମଗ୍ର ବାଣଗୋଦାମ ଜଳୁଥିବାର ଦେଖାଯ଼ାଇଛି । ନିଆଁକୁ ଆୟତ୍ତ କରିବାକୁ ୫ଟି ଦମକଳ ଗାଡ଼ିକୁ ଲଗାଯ଼ାଇଛି । ବାଣ ଗୋଦାମରେ ବିସ୍ଫୋରଣ ପରେ ସ୍ଥାନୀୟ ଅଂଚଳରେ ଆତଙ୍କ ଖେଳିଯ଼ାଇଛି । ତେବେ ଏହି ବିସ୍ଫୋରଣରେ ମୃତାହତ ନେଇ କୌଣସି ସୂଚନା ମିଳିପାରିନାହିଁ ।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  
    Here are a few more articles:
    
        
    
            
            {{#pages}}
                
                
                
            {{/pages}}
            
        
    
    
  
 Follow Us