ଖୋର୍ଦ୍ଧା: ଆଜି ଦିନ ପ୍ରାୟ ସାଢ଼େ ୧୨ଟା ବେଳେ ବଜ୍ରପାତ ଘଟି ବେଗୁନିଆ ବ୍ଲକ୍ ଅଞ୍ଚଳର ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ଅନୁଯାୟୀ, ଖୋର୍ଦ୍ଧା ଥାନା କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପଲ୍ଲୀ ଗ୍ରାମର ଅନିରୁଦ୍ଧ ବସ୍ତିଆ( ୫୫ ବର୍ଷ) ଆଜି ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା। ଏଥିରେ ଘଟଣାସ୍ଥଳରେ ହିଁ ଶ୍ରୀ ବସ୍ତିଆଙ୍କର ମୃତ୍ୟୁ ଘଟିଥିଲା।
ପୂର୍ବବର୍ତ୍ତୀ ଖବର
ପରବର୍ତ୍ତୀ ଖବର
ସମ୍ବନ୍ଧିତ ଖବର