ଅଂଶୁଘାତରେ ଚାଷୀଙ୍କ ମୃତ୍ୟୁ

ନଳାଙ୍ଗ :ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ବିଷ୍ଣୁପୁର ପଂଚାୟତର ଆଦମପୁର ଗ୍ରାମର ଚାଷୀ କୃପାସିନ୍ଧୁ ବେହେରାଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ସେ ଆଜି ବିଲରେ କାମ କରୁଥିବାବେଳେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ନିଆ ଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ସମ୍ବନ୍ଧିତ ଖବର