ଚାଷୀ ଆତ୍ମହତ୍ୟା ଅଭିଯୋଗ

Advertisment
ବଜ୍ରପାତରେ ଜଣେ ମୃତ

The Indian Express

ପାଟପୁର : ସାନଖେମୁଣ୍ଡି ବ୍ଲକ୍ ପାଟପୁର ଥାନା ଅଧୀନ ଜୟନଗର ଗ୍ରାମର ଚାଷୀ ବାବୁ ପ୍ରଧାନ(୫୫) ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବିଷ ପିଇବା ପରେ ତାଙ୍କୁ ଗୁରୁତର ଭାବେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଚାଷୀ ଜଣଙ୍କ କାହିଁକି ଆତ୍ମହତ୍ୟା କଲେ ତାହା ଜଣା ପଡ଼ିନାହିଁ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe