ମଶା ଧୂପରୁ ଅଗ୍ନିକାଣ୍ଡ: ୧୦ କୁଇଣ୍ଟାଲ ଧାନ ପାଉଁଶ

ଗୁହାଳରେ ଲାଗିଥିଲା ମଶା ଧୂପରୁ ଅଗ୍ନିକାଣ୍ଡ ଘଟି ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ବଙ୍ଗାଳପୁର ପଞ୍ଚାୟତ ଇଶାଣ ଗାଁରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି...

Fire from mosquito incense

Fire from mosquito incense

ସିମୁଳିଆ: ଗୁହାଳରେ ଲାଗିଥିଲା ମଶା ଧୂପରୁ ଅଗ୍ନିକାଣ୍ଡ ଘଟି ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ବଙ୍ଗାଳପୁର ପଞ୍ଚାୟତ ଇଶାଣ ଗାଁରେ  ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି ।

ରାତିରେ ଅଗ୍ନିକାଣ୍ଡ ଘଟି ଗାଁର ଧିରେନ ମଲ୍ଲିକଙ୍କ ଘର ଜଳି ଯାଇଛି। ସେ ବିଲ ମଝିରେ ଘର କରିଥିବାରୁ ଏକୁଟିଆ ନିଆଁକୁ ଆୟତ୍ତ କରିପାରି ନ ଥିଲେ। ସେ ଡାକିବା ପରେ ଗ୍ରାମବାସୀ ଉଦ୍ଧାର କାର୍ଯ୍ୟ କରିଥିଲେ।

ଅଧିକ ପଢ଼ନ୍ତୁ: ଜାନୁଆରିରେ ପଶ୍ଚିମାଝଡ଼: ବର୍ଷା ପରିମାଣ ବଢ଼ିବ

ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡରେ ଘରେ ଥିବା ୧୦ କୁଇଣ୍ଟାଲ ଧାନ ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ ହୋଇଯାଇଛି ।

ଅଧିକ ପଢ଼ନ୍ତୁ: ସର୍ବନିମ୍ନ ତାପମାତ୍ରା ପୁଣି କମିବ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe