ମହାକାଳପଡ଼ା: ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ବଉଳକଣି ପଞ୍ଚାୟତର ଛପାଲି ଗାଁରେ ଆଜି ଭୋରରେ ବିଦ୍ୟୁତ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଗ୍ରାମର ବିଶ୍ୱରଞ୍ଜନ ତରାଇ, ଜ୍ଞାନରଞ୍ଜନ ତରାଇ ଓ ମନୋରଞ୍ଜନ ତରାଇଙ୍କ ୬ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି।
ମହାକାଳପଡ଼ା: ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ
/sambad/media/post_attachments/wp-content/uploads/2018/01/fire-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)