ବାଲେଶ୍ୱର: ବେକରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Advertisment
ବାଲେଶ୍ୱର: ବେକରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ବାଲେଶ୍ୱର:ଗତକାଲି ରାତିରେ ବାଲେଶ୍ୱର ଷ୍ଟେସନ ବଜାରରେ ଥିବା ପ୍ୟାରିସ ବେକରିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇ ଯାଇଛି। ଅଗ୍ନିକାଣ୍ଡର କାରଣ ଜଣା ପଡ଼ି ନ ଥିଲେ ମଧ୍ୟ ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଖବର ପାଇ ବାଲେଶ୍ୱର ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe