ଅନୁସନ୍ଧାନ କରୁଥିବା ବର୍ଗ

ଗଜପତି

୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି। ତେଣୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ମୌସୁମୀ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି। ଏପରିସ୍ଥିତରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଗାମୀ ୨୪…
ଅଧିକ ଖବର ଦେଖନ୍ତୁ...

ଲଘୁଚାପ ସକ୍ରିୟ : ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା; ୧୩ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଗତକାଲି (ଗୁରୁବାର)ର ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ଉତ୍ତର-ଓଡିଶା ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଯାଏଁ ବ୍ୟାପିଛି। ଏହା ଆଗାମୀ ୨ରୁ ୩ ଦିନ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷିବ; ୧୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା; ଅରେଞ୍ଜ ସହ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୧୨…
ଅଧିକ ଖବର ଦେଖନ୍ତୁ...

ଫସଲହାନି କାରଣରୁ ଭାଙ୍ଗିପଡ଼ିଲେ ଚାଷୀ, କୀଟନାଶକ ପିଇ ଜୀବନ ହାରିଲେ

ମୋହନା: ଋଣଭାର ସାଙ୍ଗକୁ ଫସଲହାନି ଘଟଣାରେ ମାନସିକ ଦୁଶ୍ଚିନ୍ତାରେ ଗଜପତିଜ ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା କରିଛନ୍ତି। କାରଣରୁ ଭାଙ୍ଗିପଡ଼ି କୀଟନାଶକ ପିଇ ଆତ୍ମହତ୍ୟା କଲେ ଚାଷୀ। ଗଜପତି ଜିଲ୍ଲା ମୋହନା ବ୍ଲକ୍ ଓ ଅଡ଼ବା ଥାନା ଅଧୀନ ଫଟାଚାଞ୍ଚଡ଼ା ଗ୍ରାମରେ ଏହି ଅଭାବନୀୟ ଘଟଣା ଆଲୋଡ଼ନ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ; ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର-ପୂର୍ବ ତତ-ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ରୁ ୭.୬ କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ; ୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ଆଜି (ସୋମବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ଉତ୍ତରପ୍ରଦେଶର…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ଆଜି (ରବିବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ଉତ୍ତରପ୍ରଦେଶର ମୁଜାଫରପୁର, ମଧ୍ୟଦେଇ…
ଅଧିକ ଖବର ଦେଖନ୍ତୁ...

ଗଜପତିରେ ବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ; ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପରିବାର

ପାରଳାଖେମୁଣ୍ତି: ଚଳିତ ବର୍ଷ ଜିଲ୍ଲାର ପ୍ରଥମ ଡେଙ୍ଗୁ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ଗୁମ୍ମା ବ୍ଲକ୍ ନାମନଗଡ଼ ପଞ୍ଚାୟତ ଖ୍ରୀଷ୍ଟିଆନ୍‌ ସାହିର ବିକାଶ ଲିମା(୨୫)। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି ଉକ୍ତ ସାହିର ଆହୁରି ୫ ଜଣ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପ-ରେଖା ଆଜି (ସୋମବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ପଞ୍ଜାବର ଅମୃତସର ଠାରୁ ବାହାରି କର୍ଣ୍ଣଲ, ବରେଲୀ, ଗୋରଖପୁର, ଭାଗଲପୁର ମଧ୍ୟ ଦେଇ ପଶ୍ଚିମବଙ୍ଗର ମାଲଦାରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ…
ଅଧିକ ଖବର ଦେଖନ୍ତୁ...

ଘରୋଇ କଳହରୁ ବିଦ୍ୟୁତ୍ ଟାଓ୍ବାରରେ ଚଢ଼ିଲେ ଯୁବକ, ପରିବାର ଲୋକଙ୍କୁ ଡରାଇଲେ

ଗୋଷାଣି: ଗଜପତି ଜିଲ୍ଲା ଗାରାବନ୍ଧ ଥାନା ଗାରବନ୍ଧମେଟୁ ଗ୍ରାମ ନିକଟରେ ଜଣେ ଯୁବକ ଘରୋଇ କଳହକୁ କେନ୍ଦ୍ର କରି ଉଚ୍ଚକ୍ଷମତା ସମ୍ପନ୍ନ ବିଦ୍ୟୁତ ଟାୱାର୍ ଉପରେ ଚଢ଼ିଛନ୍ତି। ଜୀବନ ଶେଷ କରିଦେବା ପାଇଁ ସେ ପରିମାର ଲୋକଙ୍କୁ ଧମକ ଦେଇଛନ୍ତି। ତେବେ, ଗାରାବନ୍ଧ ଥାନାଧିକାରୀ ରବୀନ୍ଦ୍ର ଗୌଡ଼ ଓ…
ଅଧିକ ଖବର ଦେଖନ୍ତୁ...