ଆର.ଉଦୟଗିରି ପୁଲିସ ଓ ଅବକାରୀ ବିଭାଗର ଚଢ଼ାଉ: ୧୮ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ଆର.ଉଦୟଗିରି ପୁଲିସ ଓ ଅବକାରୀ ବିଭାଗର ଚଢ଼ାଉ: ୧୮ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ଆର.ଉଦୟଗିରି: ଗଜପତି ଜିଲ୍ଲାର ଆର.ଉଦୟଗିରି ଅଞ୍ଚଳରେ ପୁଣି ବେଆଇନ ଭାବେ ଚାଷ କରାଯାଇଥିବା ଗଞ୍ଜେଇ ଗଛ ନଷ୍ଟ କରାଯାଇଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଆର.ଉଦୟଗିରି ପୁଲିସ ଓ ଅବକାରୀ ବିଭାଗ ପକ୍ଷରୁ ମହେନ୍ଦ୍ରଗଡ଼ ପଞ୍ଚାୟତ ସୁଗାଡ଼ ନୂଆସାହି ଗାଁର ୯୧.୮୨୪ ଏକର ଜମିରେ ଚାଷ କରାଯାଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରାଯାଇଛି।

ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ଆନୁମାନିକ ମୂଲ୍ୟ ୧୮ କୋଟି ୩୬ ଲକ୍ଷ ୪୮ ହଜାର ଟଙ୍କା ବୋଲି ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe