ଗଂଜାମ : ରମ୍ଭା ଥାନା ଅଧୀନ ଗୋଲାଗଣ୍ଡାପଲ୍ଲୀ ଗ୍ରାମରେ ପୂର୍ବ ବିବାଦକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଟିଏ ପରିବାରର ୬ଜଣଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ପଠାଯାଇଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି।
ଗୋଷ୍ଠୀ ସଂଘର୍ଷରେ ୬ ଆହତ
/sambad/media/post_attachments/wp-content/uploads/2018/02/groupclash.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)