ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡ଼ି, ୫ ଗୁରୁତର

Advertisment
ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡ଼ି, ୫ ଗୁରୁତର

ସାନଖେମୁଣ୍ଡି: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ଏକ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ଏକ ନଳକୂପ ଖନନ ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହେବା ପରେ ୧୨ ଜଣ ଆହତ ହୋଇଛନ୍ତି। ଏବେ ବି ଜଣେ ଚାପି ହୋଇ ରହଥିବା ଜଣାପଡ଼ିଛି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗଞ୍ଜାମରୁ ଗଜପତି ଫେରୁଥିବା ବେଳେ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଛି ନଳକୂପ ଖନନ ଗାଡ଼ି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe