ବିଷାକ୍ତ ମଦ ପିଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ, ୪ ଗୁରୁତର ଏମକେସିଜି ମେଡିକାଲରେ ଭର୍ତ୍ତି

Advertisment
ବିଷାକ୍ତ ମଦ ପିଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ, ୪ ଗୁରୁତର ଏମକେସିଜି ମେଡିକାଲରେ ଭର୍ତ୍ତି

ବ୍ରହ୍ମପୁର: ବିଷାକ୍ତ ମଦ ପିଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ। ଗୁରୁତର ଅବସ୍ଥାରେ ୪ଜଣଙ୍କୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଚିକିଟି ଏନଏସି ଅନ୍ତର୍ଗତ କରବାଳୁଆ ଓ ଜେନାପୁରର ମାଉନ୍ଦୁପରୁ ଗାଁରୁ ଏଭଳି ଘଟଣା ସାମ୍ନାକୁ ଆସିଛି। ରନ୍ଧା ଦେଶୀ ମଦ ପ୍ରସ୍ତୁତରୁ ଏଭଳି ହୋଇଥିବା ସନ୍ଦେହ କରାଯାଉଛି।

୨୦ରୁ ଅଧିକ ବ୍ୟକ୍ତି ଏହି ବିଷାକ୍ତ ମଦ ପିଇ ଅସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe