ଅନୁସନ୍ଧାନ କରୁଥିବା ବର୍ଗ

ଗଞ୍ଜାମ

ପଞ୍ଚଭୂତରେ ଲୀନ ହେଲେ ସୂର୍ଯ୍ୟ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ସତ୍କାର

ଦିଗପହଣ୍ଡି: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ରଙ୍କ ମରଶରୀର ପଞ୍ଚଭୂତରେ ଲୀନ ହୋଇଛି। ଆଜି ଅପରାହ୍ନରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି-ପୋଡ଼ାମାରୀ ରାସ୍ତା କପାମଣ୍ଡି ନିକଟରେ ଥିବା ତାଙ୍କ ନିଜସ୍ବ ଜମିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ…
ଅଧିକ ଖବର ଦେଖନ୍ତୁ...

ନୂଆଦିଲ୍ଲୀ ଗଣତନ୍ତ୍ର ମହୋତ୍ସବରେ ଭାଗ ନେଲେ ଆରତୀ

ପୋଲସରା: ନୂଆଦିଲ୍ଲୀ ହାବିଟାଟ ସେଣ୍ଟର୍‌ରେ ଭାରତୀୟ ଗଣତନ୍ତ୍ର ପାଠଶାଳା ଦ୍ୱାରା ଆୟୋଜିତ ଗଣତନ୍ତ୍ର ମହୋତ୍ସବର ପ୍ୟାନେଲ୍ ଆଲୋଚନାରେ ଭାଗ ନେଇଛନ୍ତି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ଢୁଙ୍କାପଡ଼ା ପଞ୍ଚାୟତର ପ୍ରାକ୍ତନ ସରପଞ୍ଚ ଆରତୀ ଦେବୀ। 'ଭାରତରେ ତୃଣମୂଳ ରାଜନୀତିକୁ ମଜବୁତ କରିବା'…
ଅଧିକ ଖବର ଦେଖନ୍ତୁ...

ବିଦ୍ୟୁତ୍ ଫାଶରେ ପଡ଼ି ଚାଷୀ ଗୁରୁତର, ଶିକାରୀ ଗିରଫ

ବେଲଗୁଣ୍ଠା: ଗଂଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ୍ ଗାଙ୍ଗପୁର ଥାନା ଅଧୀନ ପାଲକଷଣ୍ଢା ଗ୍ରାମର ଚାଷୀ ଶିବରାମ ସ୍ୱାଇଁ(୪୫) ଶିକାରୀ ବିଛାଇ ଥିବା ବିଦ୍ୟୁତ୍ ଫାଶରେ ପଡ଼ି ଗୁରୁତର ହୋଇଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଶିବରାମଙ୍କ ପୁଅ ଶୁଭମଙ୍କ…
ଅଧିକ ଖବର ଦେଖନ୍ତୁ...

ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେଲା ସୂର୍ଯ୍ୟ ପାତ୍ରଙ୍କ ଅନ୍ତିମ ସଂସ୍କାର, ବଡ଼ପୁଅ ଦେଲେ ମୁଖାଗ୍ନି

ଭୁବନେଶ୍ବର/ବ୍ରହ୍ମପୁର/ଦିଗପହଣ୍ଡି: ପୂର୍ବତନ ମନ୍ତ୍ରୀ, ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର(୭୪) ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଗଂଜାମ ଜିଲ୍ଲା ଦିଗପହଣ୍ଡିସ୍ଥିତ ମଶାଣୀରେ ରବିବାର ସନ୍ଧ୍ୟାରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦାର…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୬ ଜିଲ୍ଲାରେ ଝଡ଼ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା

ଭୂବନେଶ୍ୱର: ଉତ୍ତର- ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…
ଅଧିକ ଖବର ଦେଖନ୍ତୁ...

ପରଲୋକରେ ସୂର୍ଯ୍ୟ ପାତ୍ର: ଗଞ୍ଜାମ ରାଜନୀତିରେ ବିରାଟ ଶୂନ୍ୟସ୍ଥାନ

ଭୁବନେଶ୍ବର/ବ୍ରହ୍ମପୁର/ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲାର ଟାଣୁଆ ନେତା ପୂର୍ବତନ ମନ୍ତ୍ରୀ, ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର(୭୪)ଙ୍କର ଆଜି ପରଲୋକ ହୋଇଯାଇଛି। ଭୁବନେଶ୍ବରସ୍ଥିତ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସଂଧ୍ୟା ୭ଟା ୩୧ରେ…
ଅଧିକ ଖବର ଦେଖନ୍ତୁ...

ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତି ଶୋକ ଜଣାଇଛନ୍ତି। ବିଧାନସଭାର ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ବ୍ୟକ୍ତ କରିବା ସହ…
ଅଧିକ ଖବର ଦେଖନ୍ତୁ...

ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ଜଣାଇଛନ୍ତି। ସ୍ବର୍ଗତ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ…
ଅଧିକ ଖବର ଦେଖନ୍ତୁ...

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ୭୫ ବର୍ଷ ବୟସରେ ଦେହାନ୍ତ

ଭୁବନେଶ୍ବର/ଦିଗପହଣ୍ଡି: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ୭୫ ବର୍ଷ ବୟସରେ ପରଲେକ ହୋଇଯାଇଛି। ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ଥିବା ବେଳେ ଆଜି ସନ୍ଧ୍ୟା ୭ଟା ୩୧ରେ ଦେହାନ୍ତ ହୋଇଥିବା ନେଇ ତାଙ୍କ ପରିବାର ଲୋକଙ୍କ ଠାରୁ ସୂଚନା ମିଳିଛି। ସୂଚନା‌…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ ଝଡ଼ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ଟୁଇନ ସିଟିରେ ଅପରାହ୍ନ ୩ରୁ ୫…

ଭୁବନେଶ୍ୱର: ସଂପ୍ରତି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…
ଅଧିକ ଖବର ଦେଖନ୍ତୁ...