ଅନୁସନ୍ଧାନ କରୁଥିବା ବର୍ଗ

ଗଞ୍ଜାମ

ଖଲ୍ଲିକୋଟ ବିଜେଡିରେ ବିଦ୍ରୋହ: ଅସନ୍ତୁଷ୍ଟ ନେତା କହିଲେ- ବିଧାୟିକା ହଟାଓ

ଖଲ୍ଲିକୋଟ: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର ହୋଇଛି। ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ବିରୋଧରେ ଅସନ୍ତୁଷ୍ଟ ଓ ନେତା କର୍ମୀମାନେ ଖୋଲାଖୋଲି ସ୍ବରୋତ୍ତୋଳନ କରିବା ସହ ‘ବିଧାୟିକା…
ଅଧିକ ଖବର ଦେଖନ୍ତୁ...

ବ୍ରହ୍ମପୁର-ଭୁବନେଶ୍ବର: ଟିକେଟ୍‌ ମୂଲ୍ୟ ୪୦କୁ ଖସିଲା

ବ୍ରହ୍ମପୁର: ବହୁଦିନର ଦାବି ଶେଷରେ ପୂରଣ ହୋଇଛି। କରୋନା ପରେ ବୃଦ୍ଧି ପାଇଥିବା ପାସେଞ୍ଜର୍‌ ଟ୍ରେନ୍‌ ଟିକେଟ୍‌ ମୂଲ୍ୟକୁ କେନ୍ଦ୍ର ସରକାର ହ୍ରାସ କରିଛନ୍ତି। ପାସେଞ୍ଜର୍‌ ଟ୍ରେନ୍‌ରେ ବ୍ରହ୍ମପୁରରୁ ଭୁବନେଶ୍ବର ଯିବା ପାଇଁ ଯାତ୍ରୀଙ୍କୁ ପୂର୍ବଭଳି ୪୦ଟଙ୍କା ଦେବାକୁ ପଡ଼ିବ। ଗତକାଲି ଠାରୁ…
ଅଧିକ ଖବର ଦେଖନ୍ତୁ...

ପତ୍ନୀ ହତ୍ୟା ମାମଲାରେ ସ୍ୱାମୀକୁ ଆଜୀବନ କାରାଦଣ୍ଡ

ଆସିକା: ଆସିକା ଥାନା ଅଧୀନ ମଙ୍ଗଳପୁର ଗ୍ରାମରେ ୨୦୨୨ ସେପ୍ଟେମ୍ବର ୨୨ ତାରିଖ ରାତିରେ ମଦ୍ୟପ ସ୍ୱାମୀ ବିଜୟ ପ୍ରଧାନର ଗେଡ଼ାବାଡ଼ି ମାଡ଼ରେ ପତ୍ନୀ ମଞ୍ଜୁଳା ପ୍ରଧାନ(୪୭)ଙ୍କ ମୃତ୍ୟୁ ଘଟିଥିଲା। ଏହି ହତ୍ୟା ଘଟଣାର ଆଜି ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ସ୍ଥାନୀୟ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ…
ଅଧିକ ଖବର ଦେଖନ୍ତୁ...

ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ

ଆସିକା: ଗ୍ଞ୍ଜାମ ଜିଲ୍ଲା ଆସିକା ଥାନା କୋଟିବାଡ଼ି ଗ୍ରାମର ବଡ଼ନଦୀ ନିକଟରେ ଥିବା କାଜୁତୋଟାରେ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଠାବ ହୋଇଛି। ମୃତଦେହଟି ୪ରୁ ୫ ଦିନର ହୋଇଥିବା ଆନୁମାନ କରାଯାଉଛି। ତେଣୁ ଗଳିତ ଶବଟି ପଚି ଯାଇଥିବାରୁ ଚିହ୍ନିବା କଷ୍ଟକର ହୋଇଛି। ଘଟଣାସ୍ଥଳରେ ଆସିକା…
ଅଧିକ ଖବର ଦେଖନ୍ତୁ...

କପି କରି ଧରାପଡ଼ିବାରୁ ଛାତ୍ରଙ୍କ ଆତ୍ମହତ୍ୟା

ବ୍ରହ୍ମପୁର: ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୋଲି ସୂର୍ଯ୍ୟନଗରରେ ରହୁଥିବା ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ନାମ ଦେବାଶିଷ ସେଠୀ(୧୭) ବୋଲି ପୁଲିସ କହିଛି। ବୈଦ୍ୟନାଥପୁର ଥାନା ପୁଲିସ କେସ୍ ନମ୍ବର ୧୦୦/୨୪ରେ ଅପମୃତ୍ୟୁ ମାମଲା ରୁଜୁ କରିଛି। ପରୀକ୍ଷାରେ କପି କରି…
ଅଧିକ ଖବର ଦେଖନ୍ତୁ...

୫-ଟି ଅଧ୍ୟକ୍ଷଙ୍କ ଉପରକୁ ଟମାଟୋ ମାଡ କଲେ ବ୍ୟକ୍ତି

ଭୁବନେଶ୍ୱର: ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ଗଞ୍ଜାମ ବେଲଗୁଣ୍ଠା ଗସ୍ତରେ ଯାଇଥିବାବେଳେ ସାମନାକୁ ଆସିଛି ଅଭାବନୀୟ ଦୃଶ୍ୟ । ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ କରିଛନ୍ତି ଜଣେ ବ୍ୟକ୍ତି । ତେବେ ଟମାଟୋ ମାଡ ପରେ ବି ଅଟକି ନଯାଇ, ବେଲଗୁଣ୍ଠାରେ ଆୟୋଜିତ ଆମ ଓଡିଶା ନବୀନ ଓଡିଶା…
ଅଧିକ ଖବର ଦେଖନ୍ତୁ...

ମଦ ଦୋକାନରୁ ୫.୮୨ ଲକ୍ଷ ଚୋରି

କବିସୂର୍ଯ୍ୟନଗର: କବିସୂର୍ଯ୍ୟନଗର ବସ୍‌ଷ୍ଟାଣ୍ଡ୍‌ ସ୍ଥିତ ଠିପି ବନ୍ଦ ବିଦେଶୀ ମଦ ଦୋକାନରୁ ଦୁର୍ବୃତ୍ତମାନେ ପ୍ରାୟ ୫.୮୨ ଲକ୍ଷ ଟଙ୍କା ଚୋରି କରି ନେଇଥିବା ଥାନାରେ ଅଭିଯୋଗ ହୋଇଛି। ଅଞ୍ଚ‌ଳର ବିଦେଶୀ ମଦ ଦୋକାନରେ ସିରିଜ୍‌ ଚୋରି ଘଟଣା ପୁଲିସର ମୁଣ୍ଡବ୍ୟଥାର କାରଣ ସାଜିଛି l କିଛି ଦିନ…
ଅଧିକ ଖବର ଦେଖନ୍ତୁ...

ଟିକା ଦେବାପରେ ୫ ମାସର ଶିଶୁପୁତ୍ରର ମୃତ୍ୟୁ ଅଭି‌ଯୋଗ

ବୁଗୁଡ଼ା: ଟିକା ଦେବା ପରେ ଜଣେ ୫ ମାସର ଶିଶୁପୁତ୍ରର ଜୀବନ ଚାଲି ଯାଇଥିବା ଅଭିଯୋଗ ହୋଇଛି। ମୃତ ଶିଶୁ ଜଣକ ବୁଗୁଡ଼ା ଖଦାଳ ସାହିର ମାଗି ନାୟକଙ୍କ ପୁତ୍ର ସାଇ ନାୟକ। ସୂଚନା ପ୍ରକାରେ ଆଜି ସାପ୍ତାହିକ ଟିକାଦାନ ଦିବସ ଥିବାରୁ ଆଶାଦିଦିଙ୍କ ପରାମର୍ଶ କ୍ରମେ ସକାଳ ୧୧ଟା ବେଳେ…
ଅଧିକ ଖବର ଦେଖନ୍ତୁ...

ନବୀନ ବାବୁଙ୍କୁ ହଟାଇ ବିଜେପିକୁ କ୍ଷମତା ଆଣିବାର ସମୟ ଆସିଛି: ଡକ୍ଟର ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ବିଜେପିରେ ଯୋଗ ଦେଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି।  ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି,…
ଅଧିକ ଖବର ଦେଖନ୍ତୁ...

୨୨ରେ ଆସୁଛନ୍ତି ରାଜନାଥ ସିଂହ: ପ୍ରଦୀପ ପାଣିଗ୍ରାହୀ ପଦ୍ମ ଧରିବେ!

ବ୍ରହ୍ମପୁର: ଆସନ୍ତା ୨୨ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଓଡ଼ିଶା ଗସ୍ତରେ ବ୍ରହ୍ମପୁର ସ୍ଥାନ ପାଇଛି। ସେହିଦିନ ଅପରାହ୍ନରେ ପ୍ରାୟ ଗୋଟାଏ ବେଳେ ଆମ୍ବପୁଆଠାରେ ବିଜେପି ପକ୍ଷରୁ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ, ଯେଉଁଥିରେ କେନ୍ଦ୍ରମନ୍ତ୍ରୀ ଯୋଗଦେବାର…
ଅଧିକ ଖବର ଦେଖନ୍ତୁ...