ଭାରସାମ୍ୟ ହରାଇ ଓଲଟିଲା ପର୍ଯ୍ୟଟକ ବସ୍

Advertisment
ଭାରସାମ୍ୟ ହରାଇ ଓଲଟିଲା ପର୍ଯ୍ୟଟକ ବସ୍

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବାଲିଆ ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଏକ ପର୍ଯ୍ୟଟକ ବସ୍ ଓଲଟିଥିବା ଜଣାଯାଇଛି। ଏଠାରେ ଅଗ୍ନିଶମ କର୍ମଚାରୀ, ପୁଲିସ ଓ ସ୍ଥାନୀୟ ଲୋକଙ୍କ ଦ୍ବାରା ଉଦ୍ଧାର ଜାରି ରହିଛି। ଭଦ୍ରକରୁ ତାରାତାରିଣୀ ଆସି ସେଠାରୁ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe