ବ୍ରହ୍ମପୁର: ଗଂଜାମ ଜିଲ୍ଲାର ପ୍ରସିଦ୍ଧ ତପ୍ତପାଣି ଘାଟିରେ ରବିବାର ବସ-ଅଟୋ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପିକ୍ନିକ୍ ପାଇଁ ବସ୍ଟି ଭୁବନେଶ୍ୱରରୁ ଯାଇଥିଲା ବୋଲି ଜଣାପଡ଼ିଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us