ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଶେରଗଡ଼ ଅଞ୍ଚଳରେ ରାସ୍ତା କଡ଼ରେ ଠିଆ ହୋଇଥିବା ଜଣେ ଯୁବକଙ୍କୁ ଶନିବାର ହତ୍ୟା କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଲାଞ୍ଜିଆପଲ୍ଲୀ ଗାଁରେ ଏହି ଘଟଣା ଘଟିଛି। ଜିତେନ୍ଦ୍ର ପାତ୍ର ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ୨ଜଣ ଦୁର୍ବୃତ୍ତ ଆସି ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। ପରେ ସେମାନେ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି। ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us